Amit saha: ଆସୁଛନ୍ତି ଶାହ, ଅନ୍ତିମ ପର୍ଯ୍ୟାୟ ପାଇଁ ପ୍ରଚାରକୁ ଜୋରଦାର କରିବେ ଚାଣକ୍ୟ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଓ ଅପରାଜିତା ଷଡ଼ଙ୍ଗୀ ଏବଂ ସିଦ୍ଧାନ୍ତ ମହାପାତ୍ର ମଧ୍ୟ ଆଜି ପ୍ରଚାର ମଇଦାନକୁ ଓହ୍ଲାଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ । ଏହି ନେତାମାନେ ଆଜି ଗୁରୁତ୍ୱପୂର୍ଣ୍ଣ ନିମାପଡ଼ା, ଚାନ୍ଦବାଲି, କୋରେଇ, ବଡ଼ଚଣା ଭଳି ଗୁରୁତ୍ୱପୂର୍ଣ୍ଣ ଆସନରେ ପ୍ରଚାରକୁ ଶାଣିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ।

Amit saha: ଆସୁଛନ୍ତି ଶାହ, ଅନ୍ତିମ ପର୍ଯ୍ୟାୟ ପାଇଁ ପ୍ରଚାରକୁ ଜୋରଦାର କରିବେ ଚାଣକ୍ୟ

About the Author