General Election 2024: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଜାରି ହେବ ବିଜ୍ଞପ୍ତି

ପ୍ରଥମ ପର୍ଯ୍ୟାୟରେ ନୂଆପଡ଼ା, ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀ ବିଧାନସଭା ଆସନ ପାଇଁ ଭୋଟ ସଂଗ୍ରହ ହେବ।

General Election 2024: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଜାରି ହେବ ବିଜ୍ଞପ୍ତି

About the Author