ନବୀନ ପଟ୍ଟନାୟକଙ୍କର ମୋଟ ସମ୍ପତ୍ତି ୬୪.୯୮ କୋଟି ଟଙ୍କା। ସେଥିରେ ୧୩ ଲକ୍ଷ ୪୪ ହଜାର ୫୦୨ ଅସ୍ଥାବର ଓ ୬୩ କୋଟି ୬୪ ଲକ୍ଷ ୧୫ ହଜାର ୧୬୧ ଟଙ୍କାର ସ୍ଥାବର ସମ୍ପତ୍ତି ରହିଛି। ମୁଖ୍ୟମନ୍ତ୍ରୀଙ୍କ ପାଖରେ ୧୯୮୦ର ମଡେଲ୍ ଏକ ଆମ୍ବାସଡର ଅଛି। ଯାହାର ମୂଲ୍ୟ ୮ ହଜାର ୯୦୫ ଟଙ୍କା ହେବ। ତାଙ୍କ ପାଖରେ ୨ ଲକ୍ଷ ୮୯ ହଜାର ୫୮୭ ଟଙ୍କାର ଅଳଙ୍କାରର ଅଛି।
ସଂସଦୀୟ ବ୍ୟାପାର ବିକ୍ରମ ଆରୁଖ- ୪ କୋଟି ୭୮ ଲକ୍ଷ ୪୭ ହଜାର ୪୭୧ଟଙ୍କା
ବିଦ୍ର- ୨୦୨୧ ଜାନୁଆରୀରେ ପ୍ରକାଶ ପାଇଥିବା ତଥ୍ୟ।
କ୍ରୀଡା ଓ ଯୁବ ବ୍ୟାପାର ତୁଷାରକାନ୍ତି ବେହେରା- ୩୨ ଲକ୍ଷ ୩୩ ହଜାର ୪୭୧ ଟଙ୍କା
କୃଷି ମନ୍ତ୍ରୀ ଅରୁଣ ସାହୁ- ୮୯ ଲକ୍ଷ ୯୩ ହଜାର ୪୩୯ ଟଙ୍କା।
ଆଦିବାସୀ, ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି- ୨ କୋଟି ୬୧ ଲକ୍ଷ ୧୮ ହଜାର ୨୬ ଟଙ୍କା।
ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ- ୪ କୋଟି ୯୩ ଲକ୍ଷ ୯୪ ହଜାର ୬୪୪ ଟଙ୍କା ସଂସଦୀୟ ବ୍ୟାପାର ବିକ୍ରମ ଆରୁଖ- ୪ କୋଟି ୭୮ ଲକ୍ଷ ୪୭ ହଜାର ୪୭୧ଟଙ୍କା।
ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ- ୪ କୋଟି ୩୪ ଲକ୍ଷ ୬୫ ହଜାର ୩୦୮ଟଙ୍କା।
ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ର- ୭ କୋଟି ୩୧ ଲକ୍ଷ ୭୬ ହଜାର ୪୦୮ ଟଙ୍କା।
ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା- ୮ କୋଟି ୩୪ ଲକ୍ଷ ୪୮ ହଜାର ୯୯୪ ଟଙ୍କା।
ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ୧.୬୦ କୋଟିର ସ୍ଥାବର ଓ ୪୩.୨୫ ଲକ୍ଷ ଟଙ୍କାର ଅସ୍ଥାବର ସମ୍ପତ୍ତି ଅଛି। କିନ୍ତୁ ତାଙ୍କ ସ୍ତ୍ରୀଙ୍କ ନାମରେ ୧.୯ କୋଟିର ସମ୍ପତ୍ତି ରହିଛି।
ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ୍ ଦୁଇଟି ରିଭରବଲ୍ ଏବଂ ଗୋଟିଏ ରାଇଫଲ ରଖିଛନ୍ତି। ସେ ୮୦ଟି ବ୍ୟବସାୟିକ ଗାଡ଼ି ମାଲିକ।
ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପତ୍ତି ବର୍ଷକରେ ୪୨ ଲକ୍ଷ ବଢ଼ିଛି। ତାଙ୍କ ପାଖରେ ଏବେ ମୋଟ ୧୦ କୋଟି ୩୫ ଲକ୍ଷ ୨୯ ହଜାର ୯୧୧ ଟଙ୍କାର ସମ୍ପତ୍ତି ଅଛି।
ट्रेन्डिंग फोटोज़