​​PM Modi: ବିଜୟ ପାଇଁ ଜୟ ଢୋଲକିଆଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ, ଏହା କହିଲେ

PM Modi congratulates Jay Dholakia: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆପଡ଼ାର ଜନସାଧାରଣଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି ଏବଂ ନୂଆପଡା ଉପନିର୍ବାଚନରେ ​​ଜୟ ଢୋଲକିଆଙ୍କ ବିପୁଳ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

​​PM Modi: ବିଜୟ ପାଇଁ ଜୟ ଢୋଲକିଆଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ, ଏହା କହିଲେ
Image Credit: PM Modi congratulates Jay Dholakia

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More