ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଶିବରାଜ ସିଂ ଚୌହାନ

Odisha Politics: ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ। ତେବେ ଆସୁ ଆସୁ ସାମ୍ୱାଦିକଙ୍କ ସାମ୍ନାରେ ପ୍ରତିକ୍ରିୟା ରଖି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଶିବରାଜ ।

ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଶିବରାଜ ସିଂ ଚୌହାନ

About the Author