Odisha Politics: ଓଡ଼ିଶା ଆସିବେ ଯୋଗୀ

ଯୋଗୀଙ୍କ ବ୍ୟତୀତ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସୁଛନ୍ତି। କରଞ୍ଜିଆ, ଧାମନଗର, ବଡ଼ଚଣା, ବାଲିକୁଦା ସଭାରେ ଯୋଗ ଦେବେ ନଡ୍ଡା। ସେହିପରି ବିଶ୍ୱଶର୍ମା ଦେବଗଡ଼, ବଡବିଲ, ଚୌଦ୍ୱାର ଓ ବଡମ୍ବାରେ ସଭା କରିବେ।

Odisha Politics: ଓଡ଼ିଶା ଆସିବେ ଯୋଗୀ

About the Author