ଉତ୍ତର ପ୍ରଦେଶ ରାଜନୀତିରେ ସେ ହେଉଛନ୍ତି ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଯିଏ ସମ୍ପୂର୍ଣ୍ଣ ରୂପେ ୫ ବର୍ଷର କାର୍ଯ୍ୟକାଳ ପୂରଣ କରିଛନ୍ତି।
Trending Photos
ଲକ୍ଷ୍ନୌ: କ୍ରମାଗତ ଭାବେ ଦ୍ୱିତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି ଯୋଗୀ ଆଦିତ୍ୟନାଥ। ଉତ୍ତର ପ୍ରଦେଶ ରାଜନୀତିରେ ସେ ହେଉଛନ୍ତି ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଯିଏ ସମ୍ପୂର୍ଣ୍ଣ ରୂପେ ୫ ବର୍ଷର କାର୍ଯ୍ୟକାଳ ପୂରଣ କରିଛନ୍ତି। ଗତ ୨୦୧୭ ମାର୍ଚ୍ଚ ୧୯ ତାରିଖରେ ପ୍ରଥମ ଥର ଲାଗି ମୁଖ୍ୟମନ୍ତ୍ରୀ ଶପଥ ନେଇଥିଲେ ସେ।
ଏଥର କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବୃଜେଶ ପାଠକ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନେତୃତ୍ୱାଧିନ ଦ୍ୱିତୀୟ ପାଳି ସରକାରରେ କ୍ରମାଗତ ଭାବେ ଦ୍ୱିତୀୟ ଥର ଲାଗି ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି ମୌର୍ଯ୍ୟ।
କ୍ୟାବିନେଟ ମନ୍ତ୍ରୀ
ରାଷ୍ଟ୍ରମନ୍ତ୍ରୀ ସ୍ୱାଧିନ ଦାୟିତ୍ୱ
ରାଷ୍ଟ୍ରମନ୍ତ୍ରୀ