ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ CPI ପକ୍ଷରୁ ରାଜ୍ୟପାଳଙ୍କୁ ଦାବିପତ୍ର
Advertisement

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ CPI ପକ୍ଷରୁ ରାଜ୍ୟପାଳଙ୍କୁ ଦାବିପତ୍ର

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ ମିଳିତ ବାମପନ୍ଥୀ ଦଳ ପକ୍ଷରୁ ବିକ୍ଷୋଭ  ପ୍ରଦର୍ଶନ କରାଯାଇଛି। 

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ CPI ପକ୍ଷରୁ ରାଜ୍ୟପାଳଙ୍କୁ ଦାବିପତ୍ର

ସମ୍ବଲପୁର: ପେଟ୍ରୋଲ ଡିଜେଲ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ ସିପିଆଇ ପକ୍ଷରୁ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସୋମବାର ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ ବାମପନ୍ଥୀ ଦଳ ପକ୍ଷରୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ, ପେଟ୍ରୋଲିୟମ ପଦାର୍ଥରେ ଟିକସ ହ୍ରାସ କରି ଦର କମେଇବା,କଳା ବଜାରୀକୁ ରୋକିବା, ସବୁ ପରିବାରକୁ ମାସିକ ୭୫୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରିବା, କୋଭିଡ ଚିକିତ୍ସାର ସମସ୍ତ ରାଶି ସରକାର ବହନ କରନ୍ତୁ ବୋଲି ପ୍ରତିବାଦ କରିବା ସମୟରେ ଦଳ ପକ୍ଷରୁ ଦାବି କରାଯାଇଛି।