ସମ୍ପନ୍ନ ହେଲା ବାଲୁଙ୍କେଶ୍ୱର ବାବାଙ୍କର ପତର ପେଣ୍ଡି ଯାତ୍ରା

ଆଜି ଠାରୁ ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଶୁଭାରମ୍ଭ ହୋଇଛି। ଆଜି ସଂଧ୍ୟାରେ ନନ୍ଦପଡାର ବମବରାଡ ବାଲୁଙ୍କେଶ୍ୱର ବାବାଙ୍କ ପତ୍ରପେଣ୍ଡି ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି.

ସମ୍ପନ୍ନ ହେଲା ବାଲୁଙ୍କେଶ୍ୱର ବାବାଙ୍କର ପତର ପେଣ୍ଡି ଯାତ୍ରା
Image Credit: ଫାଇଲ ଫଟୋ