ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭିତର ରତ୍ନଭଣ୍ଡାର ସ୍ଥିତି ଉଦବେଗଜନକ ଅଛି। ଆଗକୁ ବର୍ଷା ଋତୁ ଆସୁଥିବାରୁ ତୁରନ୍ତ ମରାମତିର ଆବଶ୍ୟକତା ରହିଛି। ରତ୍ନଭଣ୍ଡାର କାନ୍ଥ, ଛାତ, ପୁରା ବେସମେଣ୍ଟରେ ଫାଟ ଦେଖିବାକୁ ମିଳିଛି।

ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

About the Author