ଆନ୍ତର୍ଜାତୀୟ ପଦକ ବିଜେତା ପ୍ରଣତୀ ନାୟକ ଏବଂ ମନ୍ନତା ମିଶ୍ରଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଆନ୍ତର୍ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ସଫଳତା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଦୁଇଜଣ ଉଲ୍ଲେଖନୀୟ ମହିଳା ଆଥଲେଟ୍ ପ୍ରଣତୀ ନାୟକ ଏବଂ ମନ୍ନତା ମିଶ୍ରଙ୍କୁ ଅଭିନନ୍ଦନ ଜଣାଇବା ସହ ପୁରସ୍କାର ପ୍ରଦାନ କରିଛନ୍ତି ।

ଆନ୍ତର୍ଜାତୀୟ ପଦକ ବିଜେତା ପ୍ରଣତୀ ନାୟକ ଏବଂ ମନ୍ନତା ମିଶ୍ରଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

About the Author