Ind vs Eng: ତୃତୀୟ ଟେଷ୍ଟ୍ ମ୍ୟାଚ୍ ଖେଳିବେନି ବୁମ୍‌ରା, ଜାଣନ୍ତୁ କାହିଁକି ?

Ind vs Eng: ଦ୍ବିତୀୟ ଟେଷ୍ଟ ମ୍ୟାଚ୍ ରେ ଇଂଲଣ୍ଡକୁ ୧୦୬ ରନ୍‌ରେ ପରାସ୍ତ କରି ୫ ଟିକିଆ ଶୃଙ୍ଖଳାକୁ ୧-୧ କରିଛି ଟିମ୍ ଇଣ୍ତିଆ । ଇଂଲଣ୍ଡକୁ ୨୯୨ ରନ୍‌ରେ ଅଲଆଉଟ୍ କରି ହାଇଦ୍ରାବାଦ ପରାଜୟର ପ୍ରତିଶୋଧ ନେଇଛି ଦଳ । ତେବେ ରାଜକୋଟରେ ଫେବ୍ରୁଆରି ୧୫-୧୯ରେ ତୃତୀୟ ଟେଷ୍ଟ୍ ମ୍ୟାଚ୍ ଖେଳାଯିବ।

Ind vs Eng: ତୃତୀୟ ଟେଷ୍ଟ୍ ମ୍ୟାଚ୍ ଖେଳିବେନି ବୁମ୍‌ରା, ଜାଣନ୍ତୁ କାହିଁକି ?
Image Credit: ସୌଜନ୍ୟ-ସୋସିଆଲ ମିଡିଆ

About the Author