Neeraj Chopra: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପର ଫାଇନାଲରେ ପହଞ୍ଚିଲେ ନୀରଜ ଚୋପ୍ରା

Neeraj Chopra: ଜାପାନରେ ଖେଳାଯାଉଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ଭାରତର ଷ୍ଟାର ଆଥଲେଟ୍ ନୀରଜ ଚୋପ୍ରା ଚମତ୍କାର ପ୍ରଦର୍ଶନ କରିଛନ୍ତି। ନୀରଜ ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୫ ର ଯୋଗ୍ୟତା ରାଉଣ୍ଡରେ ଏକ ଚମତ୍କାର ଥ୍ରୋ ଫିଙ୍ଗି ଫାଇନାଲରେ ପ୍ରବେଶ କରିଛନ୍ତି।

Neeraj Chopra: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପର ଫାଇନାଲରେ ପହଞ୍ଚିଲେ ନୀରଜ ଚୋପ୍ରା
Image Credit: Neeraj Chopra News

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More