ସ୍ବାଧୀନତା ସଂଗ୍ରାମୀ ପଣ୍ଡିତ ନାରାୟଣଙ୍କ ୧୧୦ତମ ଜୟନ୍ତୀ ସମାରୋହ

ଖୋର୍ଦ୍ଧା ସ୍ଥିତ ଜୟୀ ରାଜଗୁରୁ ଟାଉନହଲ ପରିସରରେ ଆୟୋଜିତ ସ୍ବାଧୀନତା ସଂଗ୍ରାମୀ ପଣ୍ଡିତ ନାରାୟଣ ମିଶ୍ରଙ୍କ ୧୧୦ତମ ଜୟନ୍ତୀ ସମାରୋହରେ ମୁଖ୍ୟଅତିଥି ରୂପେ ଯୋଗଦେଇ ପୂର୍ବତନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପଣ୍ଡିତ ମିଶ୍ରଙ୍କ ଲବଣ ସତ୍ୟାଗ୍ରହରୁ ଆରମ୍ଭ କରି ଅସହଯୋଗ ଆନ୍ଦୋଳନରେ ରହିଥିବା ସମ୍ପୃକ୍ତି ସମ୍ପର୍କରେ ଆଲୋକପାତ କରିଥିଲେ।

ସ୍ବାଧୀନତା ସଂଗ୍ରାମୀ ପଣ୍ଡିତ ନାରାୟଣଙ୍କ ୧୧୦ତମ ଜୟନ୍ତୀ ସମାରୋହ

About the Author