ବିଜେଡିରେ ଯୋଗଦେଲେ ବ୍ରହ୍ମପୁର ମହାନଗର ନିଗମର ୪ ବିଜେପି କର୍ପୋରେଟର

ବ୍ରହ୍ମପୁର ମହାନଗର ନିଗମର ୪ ବିଜେପି କର୍ପୋରେଟର ଆଜି ଶଙ୍ଖ ଭବନଠାରେ ରାଜ୍ୟସଭା ସାଂସଦ ତଥା ବ୍ରହ୍ମପୁର ଲୋକସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ମାନସ ମଙ୍ଗରାଜ, ସାଂସଦ ଡକ୍ଟର ସସ୍ମିତ ପାତ୍ର, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

ବିଜେଡିରେ ଯୋଗଦେଲେ ବ୍ରହ୍ମପୁର ମହାନଗର ନିଗମର ୪ ବିଜେପି କର୍ପୋରେଟର

About the Author