Odisha News: ୫୭ ବର୍ଷ ବୟସରେ ମାଟ୍ରିକ ପରୀକ୍ଷା ସୁଲୋଚନା

Odisha News: ୫୭ ବର୍ଷ ବୟସରେ ମାଟ୍ରିକ ପରୀକ୍ଷା।ବୟସ ୫୭ ପାର ହେଲାଣି। କିନ୍ତୁ ଦଶମ ଉତ୍ତୀର୍ଣ୍ଣ ହେବାର ସ୍ବପ୍ନ ତାଙ୍କୁ ପୁଣି ପରୀକ୍ଷା ହଲ୍କୁକୁ ଟାଣି ଆଣିଛି। ଛାତ୍ରଛାତ୍ରୀଙ୍କ ଭଳି ସେ ମଧ୍ୟ ବିଳମ୍ବିତ ରାତି ଯାଏ ପାଠ ପଢ଼ୁଛନ୍ତି। ପରିଣତ ବୟସରେ ବି ତାଙ୍କ ଭିତରେ ଏବେ ଜଣେ ଦଶମ ଶ୍ରେଣୀ ଛାତ୍ରୀଟିଏ ତତ୍ପର ହୋଇ ଉଠିଛି ।

Odisha News: ୫୭ ବର୍ଷ ବୟସରେ ମାଟ୍ରିକ ପରୀକ୍ଷା ସୁଲୋଚନା

About the Author