Odisha News: ପାରାଦୀପ ବନ୍ଦରରେ ବିଦେଶୀ ନାଗରିକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

Odisha News: ପାରାଦୀପ ସମୁଦ୍ର ଆଙ୍କରେଜ ଇଲାକା ରେ ଫିଲିପାଇନ୍ସ ନାଗରିକଙ୍କ ମୃତ୍ୟୁ । ତାଙ୍କର ମୃତ୍ୟୁ କିଭଳି ହେଲା ତାହାର ପ୍ରକୃତ କାରଣ ଜଣାପଡି ନାହିଁ। କିନ୍ତୁ ଏହା ଦୁର୍ଘଟଣା ଜନିତ ମୃତ୍ୟୁ ବୋଲି କୁହାଯାଉଛି। ଏ-ନେଇ ଖବର ପାଇ ପାରାଦୀପ ମେରାଇନ୍ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Odisha News: ପାରାଦୀପ ବନ୍ଦରରେ ବିଦେଶୀ ନାଗରିକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

About the Author