Odisha News: ସୁନ୍ଦରଗଡ଼ରେ ମେଗା ସ୍ୱାସ୍ଥ୍ୟ ଶିବିର, ୨୦୦ରୁ ଅଧିକ ହିତାଧିକାରୀ ଉପକୃତ

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲାର ହେମଗିର ବ୍ଲକର ମୁଣ୍ଡେରଖେତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଏକ ମେଗା ସ୍ୱାସ୍ଥ୍ୟ ଶିବିର ଆୟୋଜନ ହୋଇଯାଇଛି। ଏହି କ୍ୟାମ୍ପରେ ୨୦୦ରୁ ଅଧିକ ହିତାଧିକାରୀ ଉପକୃତ ହୋଇଥିଲେ। ବେଦାନ୍ତ ଦ୍ୱାରା ମୁଣ୍ଡେରଖେତ, ଝାରପାଲମ, ଗର୍ଜନଜୋର ଏବଂ ନିକଟସ୍ଥ ଗ୍ରାମ ପଞ୍ଚାୟତକୁ ସାମିଲ କରି ଗ୍ରାମୀଣ ସମ୍ପ୍ରଦାୟ ପାଇଁ ସ୍ୱାସ୍ଥ୍ୟସ

Odisha News: ସୁନ୍ଦରଗଡ଼ରେ ମେଗା ସ୍ୱାସ୍ଥ୍ୟ ଶିବିର, ୨୦୦ରୁ ଅଧିକ ହିତାଧିକାରୀ ଉପକୃତ

About the Author