ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀ ଓ ଡିଏଫଓଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ବସ୍ତି

ACF Soumya Death Case: ଏହି ଜାମିନ ବିହୀନ ଗିରଫ ପରୱାନା ଜାରି ହେବା ପରେ ଏହାକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ବିଦ୍ୟାଭାରତୀ ଓ ଡିଏଫଓ ସଂଗ୍ରାମ ବେହେରା । ତେବେ ହାଇକୋର୍ଟ (High court) ଉକ୍ତ ମାମଲାରେ ଶୁଣାଣି କରି ଅଗଷ୍ଟ ୨୮ ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବା ବୋଲି ନିର୍ଦ୍ଦେଶ ଦେଇଛନ୍ତି ।

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀ ଓ ଡିଏଫଓଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ବସ୍ତି
Image Credit: ସୌ(ସୋସିଆଲ ମିଡିଆ)

About the Author