Odisha News: ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଷ୍ଟିଅରିଂ ଛାଡ଼ ଆନ୍ଦୋଳନରେ ଡ୍ରାଇଭର ସଂଘ

ଭୁବନେଶ୍ୱର: ୭ ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନକୁ ଓହ୍ଲାଇଲା ରାଜ୍ୟ ଡ୍ରାଇଭର ମହାସଂଘ। ଷ୍ଟିଅରିଂ ଛାଡ଼ ଆନ୍ଦୋଳନର ଡାକରା ଦେଇଛି ଓଡ଼ିଶା ଡ୍ରାଇଭର ମହାସଂଘ । ଓଡ଼ିଶା ଡ୍ରାଇଭର ମହାସଂଘ ଆଜି ଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିଅରିଂ ଛାଡ ଆନ୍ଦୋଳନ ଆରମ୍ଭ କରିବା ନେଇ ଡ୍ରାଇଭର ସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି ସୂଚନା

Odisha News: ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଷ୍ଟିଅରିଂ ଛାଡ଼ ଆନ୍ଦୋଳନରେ ଡ୍ରାଇଭର ସଂଘ

About the Author