ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନ ଉଦ୍‌ଘାଟିତ

୭୫୦ ଶଯ୍ୟା, ଦୈନିକ ୩୦୦ ରୋଗୀଙ୍କୁ ଅତ୍ୟାଧୁନିକ ରେଡିଓଥେରାପି, ୧୫୦ରୁ ଉର୍ଦ୍ଧ୍ୱ ରୋଗୀଙ୍କ ପାଇଁ କେମୋଥେରାପିର ସୁବିଧା । ରାଜ୍ୟର ଏକ ତୃତୀୟାଂଶ କ୍ୟାନସର ରୋଗୀଙ୍କୁ ସୁଲଭ ଖର୍ଚ୍ଚରେ ଗୁଣାତ୍ମକ ଚିକିତ୍ସା ଯୋଗାଇଦେବ, ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡିଶା ଆଜି ସବୁ ରାଜ୍ୟ ପାଇଁ ଆଦର୍ଶ ଗୁଣାତ୍ମକ ଓ ସୁଲଭ କ୍ୟାନସର ଚିକିତ୍ସା ପାଇଁ ଓଡ଼ିଶା ପୂର୍ବ ଭାରତରେ ଅଗ୍ରଣୀ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି ।

ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନ ଉଦ୍‌ଘାଟିତ

About the Author