Bhubaneswar: ଭୁବନେଶ୍ବରରେ ମୁକୁଳା ଡ୍ରେନ୍‌ରେ ପଡି ବାଳକର ମୃତ୍ୟୁ ଘଟଣା; ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମଙ୍ଗଳବାର ଦିନ ଭୁବନେଶ୍ବରର ୟୁନିଟ୍‌-୩ ଅଞ୍ଚଳର ମସ୍‌ଜିଦ କଲୋନୀରେ ମୁକୁଳା ଡ୍ରେନ୍‌ରେ ପଡି ଆବୁ ବକର ସାହା ନାମକ ଏକ ବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Bhubaneswar: ଭୁବନେଶ୍ବରରେ ମୁକୁଳା ଡ୍ରେନ୍‌ରେ ପଡି ବାଳକର ମୃତ୍ୟୁ ଘଟଣା; ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More