Odisha Student Union Elections: ଛାତ୍ର ସଂସଦ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍

Student Union Elections: ଉଚ୍ଚଶିକ୍ଷା ବିଭାଗ ସେପ୍ଟେମ୍ବର ୨୫ କିମ୍ବା ୨୬ ତାରିଖରେ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ କରିବାକୁ ଯୋଜନା କରୁଛି।

Odisha Student Union Elections: ଛାତ୍ର ସଂସଦ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍
Image Credit: ଛାତ୍ର ସଂସଦ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More