Somalika Das: ଏସଡିଜେଏମ କୋର୍ଟରେ ପ୍ରୋଟେଷ୍ଟ ଫାଇଲ ଦାଖଲ କଲେ ବିଧାୟକ ବିଜୟ ଶଙ୍କର ଦାସଙ୍କ ପୂର୍ବତନ ପ୍ରେମିକା ସୋମାଲିକା

Somalika Das: ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (Tirtol MLA Bijay Shankar Das)ଙ୍କ ପୂର୍ବତନ ପ୍ରେମିକା ସୋମାଲିକା ଦାସ। ପୋଲିସ ଚାର୍ଜସିଟ୍ ଉପରେ ତିର୍ତ୍ତୋଲ ବିଧାୟକଙ୍କ ବାନ୍ଧବୀଙ୍କୁ କୋର୍ଟଙ୍କ ନୋଟିସ୍ କ୍ରମେ ବାନ୍ଧବୀ ସୋମାଳିକା ଜଗତସିଂପୁର ଏସ ଡି ଜେ ଏମ୍ କୋର୍ଟରେ ଆଜି ହାଜର ହୋଇ ତାଙ୍କର ପ୍ରୋଟେଷ୍ଟ ଫାଇଲ ଦାଖଲ କରିଛନ୍ତି ।

Somalika Das: ଏସଡିଜେଏମ କୋର୍ଟରେ ପ୍ରୋଟେଷ୍ଟ ଫାଇଲ ଦାଖଲ କଲେ ବିଧାୟକ ବିଜୟ ଶଙ୍କର ଦାସଙ୍କ ପୂର୍ବତନ ପ୍ରେମିକା ସୋମାଲିକା

About the Author