V. Sugnana Kumari Deo: ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ, ୧୦ ଥର ପିନ୍ଧିଥିଲେ ବିଧାୟିକା ମୁକୁଟ

V. Sugnana Kumari Deo: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତି ପ୍ରାୟ ୧୨ଟା ୪୪ ମିନିଟ୍ ରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା ।

V. Sugnana Kumari Deo: ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ, ୧୦ ଥର ପିନ୍ଧିଥିଲେ ବିଧାୟିକା ମୁକୁଟ
Image Credit: ସୌଜନ୍ୟ-ସୋସିଆଲ ମିଡିଆ

About the Author