Odisha News: ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଜନାଥ ସିଂ, ଦଳୀୟ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

Rajnath Singh: ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ (Rajnath Singh) । ୬ ଘଣ୍ଟା ଭିତରେ ମନ୍ତ୍ରୀ ୩ଟି ଜିଲ୍ଲାରେ ହେବାକୁ ଥିବା ବଡ଼ ସଭାରେ ଯୋଗ ଦେବା ନେଇ ବିଜେପି ସୂତ୍ରରୁ ସୂଚନା ମିଳିଛି ।

Odisha News: ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଜନାଥ ସିଂ, ଦଳୀୟ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

About the Author