ଭୁବନେଶ୍ୱର: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ବିଜେପିରୁ ୧୨ ଜଣ କାର୍ଯ୍ୟକ୍ରତା ବିଦା ହୋଇଛନ୍ତି ।


COMMERCIAL BREAK
SCROLL TO CONTINUE READING

ମହିଳା ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସାଧନା ପାଣ୍ଡେ, ବିରମିତ୍ରପୁରର ପୂର୍ବତନ କାଉନସିଲର ମହାଗଡଦେବୀ କୋଇଲି ଭଗତ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିହାର ରାୟ, ବିରମହାରାଜପୁରର ଆଶ୍ରୟ ମହାନନ୍ଦ, ଫୁଲବାଣୀର ଟିକେଶ୍ୱର କହଁର, କଂଟାମାଳର ସୁଧାଂଶୁ ଡାଙ୍ଗ, ଦଶପଲ୍ଲାର ରବିନ୍ଦ୍ରନାଥ ସେଠୀ, ନୟାଗଡ ଜିଲ୍ଲା ଉପସଭାପତି ଇନ୍ଦୁମତି ନାୟକ, ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଂକର ଦାଶ, ମନୋଜ ପଟ୍ଟନାୟକ, କୋରାପୁଟ ଜିଲ୍ଲା ଏସସି ମୋର୍ଚ୍ଚା ସଭାପତି ଭାଗିରଥୀ ପାଟଣୀଆ ଏବଂ କୋ-ଅପରେଟିଭ ସେଲ ସଂଯୋଜକ କର୍ପୁର ହନ୍ତାଳଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।


Also Read- ପୁରୀ ଯାଉଛନ୍ତି କି ? ବୁଧବାର ସନ୍ଧ୍ୟା ୬ରୁ ଜଗା ଦର୍ଶନ ବନ୍ଦ !


Also Read- Rashifal 8 May 2024: ବୁଧବାର ଦିନ ସୂର୍ଯ୍ୟଙ୍କ ପରି ଚମକିବ ଏହି ରାଶିର ଭାଗ୍ୟ, ଜାଣନ୍ତୁ ରାଶିଫଳ