Odisha News: ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ

ଭୁବନେଶ୍ୱର: ଭବାନୀପାଟଣାର ଓଡ଼ିଶା ବ୍ଲଡ ବ୍ୟାଙ୍କ ସହଯୋଗରେ ଲାଞ୍ଜିଗଡ଼ରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରିଛି। ଏଥିରେ ଆଲୁମିନିୟମ କମ୍ପାନୀର କର୍ମଚାରୀ, ବ୍ୟବସାୟିକ ସହଯୋଗୀ ଏବଂ ସ୍ଥାନୀୟ ଲୋକମାନେ ଉତ୍ସାହଜନକ ଭାବେ ଅଂଶଗ୍ରହଣ କରିଥିବାବେଳେ ମାତ୍ର ଏକ ଦିନରେ ମୋଟ ୨୪୭ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ଏହି ଅଭିଯାନ କଳାହାଣ୍

Odisha News: ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ

About the Author