Advertisement
Article Detail0/zeeodisha/odisha2217022
Zee OdishaOdisha StateSrimandira: ଶ୍ରୀମନ୍ଦିରରେ ଅଘଟଣ

Srimandira: ଶ୍ରୀମନ୍ଦିରରେ ଅଘଟଣ

Srimandira: ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳାଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ  ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। 

Srimandira: ଶ୍ରୀମନ୍ଦିରରେ ଅଘଟଣ

Srimandira​: ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳାଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ  ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। ଭିତରକାଠ ନିକଟ ଧୁକୁଡି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଫଳରେ ମଙ୍ଗଳାଳତୀ ପୂର୍ବରୁ ନିତି ଅଟକିଥିବା ଜଣାପଡିଛି। ମହାପ୍ରଭୁଙ୍କ ବଡ ମହାସ୍ନାନ ହେବା ପରେ ନିତି ଆଗକୁ ବଢିବ ବୋଲି ଜଣାପଡିଛି।

 

About the Author