Odisha News: ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମକର ସଂକ୍ରାନ୍ତିରେ ସପତ୍ନୀକ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ରହିଥିବା ମୁଖ୍ୟମନ୍ତ୍ରୀ ଆଜି କେନ୍ଦୁଝର ଜିଲ୍ଲାର ପାଟଣାଠାରେ ଥିବା ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ପତ୍ନୀଙ୍କ ସହ ମୁଖ୍ୟମନ୍ତ୍ରୀ ବୁଡ ପକାଇଛନ୍ତି। ଏହା ସହିତ ରଘୁନାଥ ଜୀଉଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଥିବା ମଧ୍ୟ

Odisha News: ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

About the Author