Triranga Yatra : ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସଂପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା ଦେଖାଇ ଉଦ୍ଘାଟନ କରିଥିଲେ। ଏହି ଯାତ୍ରା, ସକ

Triranga Yatra : ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସଂପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

About the Author