Dhanu Jatra 2025: କଂସ ମହାରାଜଙ୍କୁ ମଥୁରା ନଗରୀ ପାଇଁ ବିକାଶ ପ୍ରକଳ୍ପର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

ବିଶ୍ଵର ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ଆଜି ସପ୍ତମ ଦିନରେ ଦର୍ଶକମାନେ ଏକ ନିଆରା ଦୃଶ୍ୟ ଦେଖିବାକୁ ପାଇଥିଲେ । କଂସ ମହାରାଜ ତାଙ୍କ ଦରବାରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ କଳିଙ୍ଗ ସମ୍ରାଟ ଭାବେ ସମ୍ୱୋଧନ କରି ପଚାରିଥିଲେ ମଥୁରା ନଗରୀ (ବରଗଡ଼) ର ବିକାଶ ପାଇଁ କି ପଦକ୍ଷେପ ନିଆଯାଇଛି । ପ୍ରଶ୍ନର ଉତ୍ତର ର

Dhanu Jatra 2025: କଂସ ମହାରାଜଙ୍କୁ ମଥୁରା ନଗରୀ ପାଇଁ ବିକାଶ ପ୍ରକଳ୍ପର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

About the Author