Odisha News: ଭୁବନେଶ୍ୱରରେ ବେସାମରିକ ବିମାନବନ୍ଦର ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର (BPSPA) ପରିସରରେ ଆଜି ପୂର୍ବାହ୍ନ ୧୧ଟାରେ 'ବେସାମରିକ ବିମାନବନ୍ଦର ସୁରକ୍ଷା ପ୍ରଶିକ୍ଷଣ' ଶିବିର ଉଦଘାଟିତ ହୋଇଯାଇଛି। ପୋଲିସ ଏଡିଜି (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର ପ୍ରଦୀପ ପ୍ରଜ୍ଜ୍ୱଳନ କରି ଏହି ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

Odisha News: ଭୁବନେଶ୍ୱରରେ ବେସାମରିକ ବିମାନବନ୍ଦର ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ

About the Author