ରଙ୍ଗଲା ରୁପାଙ୍କ ପରିବାରକୁ ୬ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Srikakulam Temple Tragedy: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନ ଗଞ୍ଜାମ ଜିଲ୍ଲାର ଗୁଡିଆପଦରର ୨୧ ବର୍ଷୀୟା ବି.ଏସ୍.ସି. ନର୍ସିଂ ଛାତ୍ରୀ ଆର.ରୁପାଙ୍କ ପରିବାରକୁ ୬ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହୟତା ରାଶି ଦେବାକୁ ଘୋଷଣା କରିଛନ୍ତି।

ରଙ୍ଗଲା ରୁପାଙ୍କ ପରିବାରକୁ ୬ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Image Credit: Srikakulam Temple Tragedy

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More