ପୂର୍ବାଞ୍ଚଳ କ୍ଷେତ୍ରୀୟ ପରିଷଦ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

CM Majhi: ଆସନ୍ତାକାଲି (୧୦ ଜୁଲାଇ ୨୦୨୫) ଝାଡଖଣ୍ଡର ରାଜଧାନୀ ରାଞ୍ଚିଠାରେ ପୂର୍ବାଞ୍ଚଳ କ୍ଷେତ୍ରୀୟ ପରିଷଦର ୨୭ତମ ବୈଠକ ଅନୁଷ୍ଠିତ ହେବ। ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଅଧ୍ୟକ୍ଷତା କରିବେ । ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ରାଞ୍ଚି ଗସ୍ତ କରିବେ।

ପୂର୍ବାଞ୍ଚଳ କ୍ଷେତ୍ରୀୟ ପରିଷଦ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
Image Credit: ପୂର୍ବାଞ୍ଚଳ କ୍ଷେତ୍ରୀୟ ପରିଷଦ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More