କେନ୍ଦୁଝର Zero Accident Dayରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସୁରକ୍ଷା କେବଳ ସରକାରଙ୍କର ଦାୟିତ୍ବ ନୁହେଁ। ଏଥି ପ୍ରତି ସଚେତନ ହେବା ପ୍ରତ୍ୟେକ ବ୍ୟକ୍ତିଙ୍କର ସାମୂହିକ ଦାୟିତ୍ବ। ଭୁବନେଶ୍ବରରେ ଶୂନ ଦୁର୍ଘଟଣା ଦିବସର ଏକ ବିଶେଷ ସଫଳତା ପରେ କେନ୍ଦୁଝର ଏହି ଅଭିଯାନକୁ ଆଗକୁ ନେବାରେ ଓଡ଼ିଶାର ପ୍ରଥମ ଜିଲ୍ଲା ହୋଇଛି।

କେନ୍ଦୁଝର Zero Accident Dayରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

About the Author