ସାଇବର ସୁରକ୍ଷା ସଚେତନତା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସାଇବର ସୁରକ୍ଷା ପାଇଁ ବିଭାଗରେ ୧୧୨୭ଟି ନୂତନ ପୋଲିସ ପଦବୀ ସହିତ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ଖୁବଶୀଘ୍ର ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସାଇବର ସୁରକ୍ଷା ସଚେତନତା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

About the Author