Odisha News: ପଶ୍ଚିମବଙ୍ଗ​‌ରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା: ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମବଙ୍ଗର ଦୁର୍ଗାପୁର ଠାରେ ଦୁଷ୍କର୍ମର ଶିକାର ହୋଇଥିବା ଓଡ଼ିଆ ଝିଅଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ପୀଡିତାଙ୍କ ପରିବାର ସହିତ ଫୋନଯୋଗେ

Odisha News: ପଶ୍ଚିମବଙ୍ଗ​‌ରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା: ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

About the Author