ମୁମ୍ବାଇ ସାମୁଦ୍ରିକ ସପ୍ତାହ ୨୦୨୫ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଏହି ଅଧିବେଶନକୁ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଏବଂ ଗୋଆ ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରମୋଦ ସାୱନ୍ତ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେବେ।

ମୁମ୍ବାଇ ସାମୁଦ୍ରିକ ସପ୍ତାହ ୨୦୨୫ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

About the Author