Odisha News: ଏହି ଦିନ ୭ ହଜାରରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

Odisha News: ଆସନ୍ତା ୨୫ ତାରିଖରେ ମେଗା ନିଯୁକ୍ତି ମେଳା କରିବେ ରାଜ୍ୟ ସରକାର। ୧୩ ଗୋଟି ବିଭାଗରେ ୭ ହଜାରରୁ ଅଧିକ ଜଣଙ୍କୁ ବଣ୍ଟନ ହେବ ନିଯୁକ୍ତି ପତ୍ର। ଏନେଇ ତାଲିକା ପ୍ରସ୍ତୁତ ହୋଇଛି।

Odisha News:  ଏହି ଦିନ ୭ ହଜାରରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

About the Author