ସୁବର୍ଣ୍ଣପୁରର ବୀରମହାରାଜପୁରକୁ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ସୁବର୍ଣ୍ଣପୁରର ବୀରମହାରାଜପୁରକୁ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ

About the Author