ଶଙ୍ଖ ଭବନରେ ସୁଜ୍ଞାନ କୁମାରୀ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ବିମାନ ବନ୍ଦରରେ ପହଞ୍ଚିବା ପରେ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀରକୁ ପ୍ରଥମେ ବିଜେଡି ପାର୍ଟି ଅଫିସ ଏବଂ ପରେ ଶଙ୍ଖ ଭବନକୁ ନିଆଯାଇଥିଲା । ଅନେକ ବରିଷ୍ଠ ନେତା ସୁଜ୍ଞାନ କୁମାରୀଙ୍କ ଶେଷ ଦର୍ଶନ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପ ପ୍ରଦାନ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଆସନ୍ତାକାଲି ଖଲ୍ଲିକୋଟରେ ରାଜ ପରିବାର ଶ୍ମଶାନ ଘାଟରେ ରାଣୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।

ଶଙ୍ଖ ଭବନରେ ସୁଜ୍ଞାନ କୁମାରୀ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

About the Author