Odisha News: ଆଜି ଯାଜପୁର ଜିଲ୍ଲାରେ ୮୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

Odisha News: ଆଜି ଯାଜପୁର ଜିଲ୍ଲାରେ ଲୋକାର୍ପିତ ହେବ ଜିଲ୍ଲାର ୮୭ଟି ରୂପାନ୍ତରିତ ହାଇସ୍କୁଲ । ସୋମବାର ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ 5T ସ୍କୁଲର ଲୋକାପର୍ଣ କରିବେ । 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟରେ ଏସବୁ ହାଇସ୍କୁଲ ନୂଆ ରୂପ ପାଇଛି।

Odisha News: ଆଜି ଯାଜପୁର ଜିଲ୍ଲାରେ ୮୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

About the Author