Crime News: ବନ୍ଧୁକ ମୁନରେ ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟ, ପୋଲିସର ଛାନଭିନ୍ ଜାରି

Crime News: ବନ୍ଧୁକ ମୁନରେ ଲୁଟ। ମାରଣାସ୍ତ୍ର ଦେଖାଇ ଏକ ପରିବହନ ସଂସ୍ଥାରୁ ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟି ନେଇଛନ୍ତି ଡକାୟତ । ଏପରି ଏକ ଘଟଣା ଘଟିଛି ସୁନ୍ଦରଗଡ ଜିଲ୍ଲା ଗିତାରାଣୀ ଖଣି ନିକଟସ୍ଥ କ୍ରାକର୍ସ ଇଣ୍ଡିଆ ପରିବହନ ସଂସ୍ଥା କାର୍ଯ୍ୟାଳୟରୁ ।

Crime News:  ବନ୍ଧୁକ ମୁନରେ ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟ, ପୋଲିସର ଛାନଭିନ୍ ଜାରି

About the Author