Crime News: ରାଜଗାଙ୍ଗପୁରରେ ଚାଞ୍ଚଲ୍ୟ, ମରଣାନ୍ତକ ଆକ୍ରମଣ କରି ଲୁଟିନେଲେ ୨ ଲକ୍ଷ

Crime News: ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଛୁରାମାଡ କରି ୨ ଲକ୍ଷ ଟଙ୍କା ଲୁଟିନେଲେ ୪ ଦୁର୍ବୃତ୍ତ । ଏପରି ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି ରାଜଗାଙ୍ଗପୁର ଲୋମଲୋଇ ଛକ ନିକଟରେ ।

Crime News: ରାଜଗାଙ୍ଗପୁରରେ ଚାଞ୍ଚଲ୍ୟ, ମରଣାନ୍ତକ ଆକ୍ରମଣ କରି ଲୁଟିନେଲେ ୨ ଲକ୍ଷ

About the Author