ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି: ୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

weather update: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି ।ଯାହା ସମୁଦ୍ର ପତ୍ତନର ୫.୮କିମି ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି: ୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
Image Credit: odisha weather update

About the Author