Cyclone Landfall: ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ, ପବନର ବେଗ ରହିଛି ଏତିକି

ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଚାଲିବ ଏବଂ ବର୍ତ୍ତମାନ ପବନର ବେଗ ୯୦ରୁ ୧୦୦ କିମି ପର୍ଯ୍ୟନ୍ତ ରହିଛି ।

Cyclone Landfall: ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ, ପବନର ବେଗ ରହିଛି ଏତିକି

About the Author