Puri News: ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ଖେଚୁଡ଼ି ଓ କାନିକା

Puri News: ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ଯକ୍ଷତାରେ ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ କମିଟିର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଅର୍ପଣ ରଥରେ ସଂଗୃହୀତ ହୋଇଥିବା ଚାଉଳରେ ଖେଚୁଡ଼ି ଓ କାନିକା ପ୍ରସ୍ତୁତ କରାଯାଇ ଭକ୍ତମାନଙ୍କୁ ବଣ୍ଟାଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

Puri News:  ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ଖେଚୁଡ଼ି ଓ କାନିକା
Image Credit: ସୌଜନ୍ୟ-ସୋସିଆଲ ମିଡିଆ

About the Author