Khandagiri Mela: ଆଜିଠୁ ଆରମ୍ଭ ହେଲା ପ୍ରସିଦ୍ଧ ଖଣ୍ତଗିରି ମେଳା, ମନ୍ତ୍ରଧ୍ବନିରେ ପ୍ରକମ୍ପିତ ହେବ ପାହାଡ଼

Khandagiri Mela: ଆଜିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ ଖଣ୍ତଗିରି ମେଳା। ପରମ୍ପରା, ବିଧି ଓ ବିଶ୍ବାସ ଅନୁସାରେ ପବିତ୍ର ମାଘ ସପ୍ତମୀରେ ଆରମ୍ଭ ହେଉଛି ବିଶ୍ବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା। ସୂର୍ଯ୍ୟ ଉପାସନା ସାଙ୍ଗକୁ ସାଧୁସନ୍ଥମାନେ ହୋମଯଜ୍ଞ, ଜପତପ ଓ ପୂଜାର୍ଚ୍ଚନା କରିବେ। ରାମଚରିତ ମାନସ ପାଠ ଯୋଗୁଁ ସମଗ୍ର ପାହାଡ଼ ମନ୍ତ୍ରଧ୍ବନିରେ ପ୍ରକମ୍ପିତ ହେବ।

Khandagiri Mela: ଆଜିଠୁ ଆରମ୍ଭ ହେଲା ପ୍ରସିଦ୍ଧ ଖଣ୍ତଗିରି ମେଳା, ମନ୍ତ୍ରଧ୍ବନିରେ ପ୍ରକମ୍ପିତ ହେବ ପାହାଡ଼

About the Author