Gajapati News: ଜିଲ୍ଲା ଯୋଜନା କମିଟିର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ

Gajapati News: ଗଜପତି ଜିଲ୍ଲା ସଦର ମହକୁମା ସ୍ଥାନୀୟ ଗ୍ରାମ୍ୟ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷରେ ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ସାରକାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ଯୋଜନା ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା ।

Gajapati News: ଜିଲ୍ଲା ଯୋଜନା କମିଟିର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ

About the Author